ମର୍ଣ୍ଣିଙ୍ଗ ୱାକ୍ ବେଳେ ଲୁଟ୍, ଧାରୁଆ ଅସ୍ତ୍ର ଦେଖାଇ ମହିଳାଙ୍କ ଠାରୁ ଲୁଟି ନେଲେ ସୁନା ଚେନ୍
କଟକ: ମର୍ଣ୍ଣିଂୱାକ୍ ବେଳେ ମହିଳାଙ୍କଠୁ ସୁନା ଚେନ୍ ଲୁଟ୍।ବାଲିକୁଦା ଜଗନ୍ନାଥ କଲୋନୀରେ ମହିଳାଙ୍କ ଠାରୁ ଲୁଟ୍। ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ମାରଣାସ୍ତ୍ର ଦେଖାଇ ଲୁଟିନେଲେ ସୁନା ଚେନ। ଲୁଟ୍ ନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି ମହିଳା।
ସୂଚନା ଅନୁସାରେ, କଟକ ସଦର ଥାନା…