‘ଶୀଘ୍ର ଯୁକ୍ତ ୨ କଳା ଫଳାଫଳ ପ୍ରକାଶ କରିବ ସିଏଚଏସଇ’
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ ପ୍ରାକ୍ଟିକାଲ୍ ପରୀକ୍ଷା । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଦୂରନିରନ୍ତର ବିଭାଗରେ ଦୁଇ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପ୍ରାକ୍ଟିକାଲ୍ ଓ ପ୍ରୋଜେକ୍ଟ ପରୀକ୍ଷା ଦେବେ । ଏହି ପରୀକ୍ଷା ଜାନୁଆରୀ ୧୨ ତାରିଖ ଯାଏଁ ଚାଲିବ ।…