Latest Odisha News

BREAKING NEWS

ହରପାଲ ସିଂ ବେଦୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଓଡିଶା କ୍ରୀଡା ସାମ୍ବାଦିକ ସଂଘ

ଭୁବନେଶ୍ୱର: ଦେଶର ପ୍ରତିଷ୍ଠିତ ଓ ଲୋକପ୍ରିୟ କ୍ରୀଡା ସାମ୍ବାଦିକ ହରପାଲ ସିଂ ବେଦୀଙ୍କ ୭୨ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଏ ନେଇ ଓଡିଶା କ୍ରୀଡା ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ତାଙ୍କ ଦଶାହ ଅବସରରେ ସଭାପତି ସନ୍ଦୀପ ମିଶ୍ର ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି…

ରାମ ମନ୍ଦିର ଗର୍ଭ ଗୃହରେ ପାଣି ଲିକ୍ କରିବା ଘଟଣାରେ ସ୍ପଷ୍ଟିକରଣ ଦେଲା ମନ୍ଦିର ଟ୍ରଷ୍ଟ

ଅଯୋଧ୍ୟା: ରାମ ମନ୍ଦିରରେ ରାମଲଲାଙ୍କ ଗର୍ଭଗୃହରୁ ପାଣି ବାହାରିବା ସମସ୍ୟା ଓ ମନ୍ଦିର ଛାତରୁ ପାଣି ବୋହିବା ଖବରରେ ମୁହଁ ଖୋଲିଲା ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ । ରାମ ମନ୍ଦିର ଗର୍ଭଗୃହରେ ଟୋପାଏ ବି ପାଣି ପଡ଼ିନି ବୋଲି କହିଲା ଟ୍ରଷ୍ଟ । ଏନେଇ ଏକ୍ସରେ ଏକ ପୋଷ୍ଟ କରି ସୂଚନା…

ଓଲୀ ରବିନସନ ଦେଲେ ଗୋଟିଏ ଓଭରରେ ୪୩ ରନ

ଲଣ୍ଡନ: ଇଂଲଣ୍ଡର ପେସ ବୋଲର ଓଲୀ ରବିନସନ କାଂଉଟି ଚାମ୍ପିୟନଶିପରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛନ୍ତି । ପ୍ରଥମ ଶ୍ରେଣୀ କ୍ରିକେଟରେ ସେ ଦ୍ୱିତୀୟ ବୋଲର ଭାବେ ସର୍ବାଧିକ ୪୩ ରନ ଗୋଟିଏ ଓଭରରେ ଦେଇଛନ୍ତି । ସସେକ୍ସ ପକ୍ଷରୁ ଖେଳୁଥିବା ଓଲୀ ଲିସେଷ୍ଟରଶୟର ବିପକ୍ଷରେ ଏହି ରେକର୍ଡର…

ଅରବିନ୍ଦ କେଜରିୱାଲଙ୍କୁ ୩ ଦିନ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଦିନକୁ ଦିନ ଅଡୁଆ ବଢିବାରେ ଲାଗିଛି । ମୁଖ୍ଯମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ୩ ଦିନଆ ରିମାଣ୍ଡରେ ନେଲା ସିବିଆଇ। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଏବେ ସିବିଆଇ ଗିରଫ କରିଛି।…

ଦେଶରେ ଜରୁରୀକାଳୀନ ସ୍ଥିତି ଏବଂ ସେ ସମୟରେ ହୋଇଥିବା ଅତ୍ୟଧିକ ବଳପ୍ରୟୋଗକୁ ବାଚସ୍ପତିଙ୍କ ନିନ୍ଦା, ପ୍ରଶଂସା କଲେ ମୋଦୀ

ନୂଆଦିଲ୍ଲୀ: ଦେଶରେ ଜରୁରୀକାଳୀନ ସ୍ଥିତି ଏବଂ ସେ ସମୟରେ ହୋଇଥିବା ଅତ୍ୟଧିକ ବଳପ୍ରୟୋଗକୁ ମାନ୍ୟବର ଲୋକସଭା ବାଚସ୍ପତି ନିନ୍ଦା କରିଛନ୍ତି । ବାଚସ୍ପତିଙ୍କ ଏହି ନିଷ୍ପତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ପୋଷ୍ଟ କରି…

ଭାରତ ବିରୋଧରେ ବଲ ଟ୍ୟାମ୍ପରିଂ ଅଭିଯୋଗ ଆଣିଲେ ଇଞ୍ଜାମାମ

ନୂଆଦିଲ୍ଲୀ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ଟିମର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ରହିଥିଲା । ସଳ ସେମିଫାଇନାଲକୁ ଉନ୍ନୀତ ହେବାରେ ବିଫଳ ହୋଇଛି । ଅପରପକ୍ଷରେ ଭାରତ ଅପରାଜେୟ ରହି ସେମିଫାଇନାଲରେ ପ୍ରବେଶ କରିଛି । ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଭାରତ ଭଲ ପ୍ରଦର୍ଶନ କରି ୨୬…

ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟଣା । ଗଭୀର ଦୁଃଖ ପ୍ରକାଶ ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା…

ଏମପିଲାଡସ କାର୍ଯ୍ୟକ୍ରମ ଲାଗି ସମ୍ବଲପୁରକୁ ନୋଡାଲ ଜିଲ୍ଲା ଚୟନ

ସମ୍ବଲପୁର: ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ୱୟନ ମନ୍ତ୍ରଣାଳୟ ଅନ୍ତର୍ଗତ ଏମପିଲାଡ୍ ଡିଭିଜନ ପକ୍ଷରୁ ଏକ ପତ୍ର…

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଦୁଇ ଗିରଫ, ୧୪ କେଜି ଗଞ୍ଜେଇ ଜବତ

ବରଗଡ: ବେଆଇନ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ବରଗଡ଼ ଟାଉନ ଥାନା ପୋଲିସ । ଗିରଫ ଯୁବକ ମାନେ ହେଲେ ଝାରଖଣ୍ଡ ଅଞ୍ଚଳର ପ୍ରଦୀପ ମୁଣ୍ଡା ଏବଂ ଧର୍ମୁ ମୁଣ୍ଡା । ଖବର ମୁତାବକ, ଆଜି ଗଞ୍ଜେଇ ଚାଲାଣ ନେଇ ବିଶେଷ ସୂତ୍ରରୁ ଖବରପାଇ ବରଗଡ଼ ଟାଉନ ଥାନା…

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷିତ

ନୂଆଦିଲ୍ଲୀ:ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ୧୬ ଜଣିଆ ଭାରତୀୟ ହକି ଦଳର ଘୋଷଣା ବୁଧବାର କରାଯାଇଛି । ହରମନପ୍ରୀତ ସିଂଙ୍କୁ ଅଧିନାୟକ ଏବଂ ହାର୍ଦ୍ଦିକ ସିଂଙ୍କୁ ଉପଅଧିନାୟକ ନିଯୁକ୍ତ କରାଯାଇଛି । ଏହି ଦଳରେ ୫ଜଣ ଯୁବ ଖେଳାଳି ଅଲିମ୍ପିକରେ ପଦାର୍ପଣ କରିବେ । ଓଡିଶାରୁ ଏକମାତ୍ର ଖେଳାଳି…