Latest Odisha News

BREAKING NEWS

ବାଚସ୍ପତି ନିର୍ବାଚନକୁ ନେଇ କେ. ସୁରେଶଙ୍କ ନାମାଙ୍କନ ଉପରେ ଟିଏମସି ସାଂସଦ କଲେନାହିଁ ହସ୍ତାକ୍ଷର

ନୂଆଦିଲ୍ଲୀ: ଲୋକସଭାରେ ବାଚସ୍ପତି ନିର୍ବାଚନ ହେବାକୁ ଯାଉଛି । ଏନଡିଏ ମେଣ୍ଟ ପକ୍ଷରୁ ପୁଣିଥରେ ଓମ ବିର୍ଲାଙ୍କୁ ଲୋକସଭାର ପ୍ରାର୍ଥୀ କରାଯାଇଛି । ସେହିପରି ଇଣ୍ଡିଆ ମେଣ୍ଟ ପକ୍ଷରୁ ୮ ଥର ସାଂସଦ ତଥା କେରଳ କଂଗ୍ରେସ ନେତା କେ. ସୁରେଶ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏନେଇ ଆଜି ଇଣ୍ଡିଆ…

ନିଟ୍ ଅନିୟମିତତା, ଜୁଲାଇ ୨ ପର୍ୟ୍ୟନ୍ତ ପୋଲିସ ହେପାଜତରେ ରହିବେ ସଞ୍ଜୟ ଯାଦବ

ମୁମ୍ବାଇ: ନିଟ୍ ପେପର ଲିକ୍ ଘଟଣାରେ ମହାରାଷ୍ଟ୍ରରୁ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଆଜି କୋର୍ଟରେ ହାଜର କରାଯାଇଛି। ସେ ହେଉଛନ୍ତି ସଞ୍ଜୟ ଯାଦବ । ସଞ୍ଜୟଙ୍କୁ ଆଜି ଲାତୁର କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ଜୁଲାଇ ୨ ପର୍ଯ୍ୟନ୍ତ ପୋଲିସ୍ ହେପାଜତକୁ…

ପୂର୍ବ ଶତ୍ରୁତାକୁ ନେଇ ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ। ଏହି ଘଟଣାରେ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ଅନୁଯାୟୀ, ତିନି ଯୁବକ ଡୁମୁଡୁମାସ୍ଥିତ ଫେଜ-୩ ହାଟରେ ପୂର୍ବ ବିବାଦକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ଅଶ୍ରାବ୍ୟ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ପ୍ରବଳ ଛେଚିବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଯାଏଁ ବର୍ଷା ନେଇ କେତେକ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି।…

ଜାମିନ୍ ମିଳିବା ପ୍ରସଙ୍ଗରେ ହାଇକୋର୍ଟରୁ କେଜ୍ରିୱାଲଙ୍କୁ ଝଟକା, ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ପୁଣି ଅଡୁଆରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଜାମିନ୍ ମିଳିବା ପ୍ରସଙ୍ଗରେ ଦିଲ୍ଲୀ ହାଇକୋର୍ଟରୁ କେଜ୍ରିୱାଲଙ୍କୁ ଝଟକା ମିଳିଛି। ଦିଲ୍ଲୀ ହାଇକୋର୍ଟ ନିମ୍ନ ଅଦାଲତରୁ ମିଳିଥିବା ଜାମିନ ‌ଆବେଦନ ଉପରେ ଦେଇଥିବା ରାୟ ଉପରେ ରୋକ ଲଗାଇଛନ୍ତି। ରୋକ୍ ଲାଗିବା ପରେ…

ରଥଯାତ୍ରା ନୀତି ନିର୍ଘଣ୍ଟରେ ମୋହର ମାରିଲା ପରିଚାଳନା କମିଟି, ସନ୍ଧ୍ୟା ୫ଟା ରେ ହେବ ରଥଟଣା

ପୁରୀ: ରଥଯାତ୍ରା ନୀତି ନିର୍ଘଣ୍ଟରେ ମୋହର ମାରିଲା ପରିଚାଳନା କମିଟି । ଛତିଶା ନିଯୋଗ ବୈଠକରେ ନିର୍ଦ୍ଦାରିତ ହୋଇଥିବା ମହାପ୍ରଭୁଙ୍କ ରଥଯାତ୍ରା ନୀତି ନିର୍ଘଣ୍ଟକୁ ଆଜି ଅନୁମୋଦନ କରିଛି ପରିଚାଳନା କମିଟି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସୋମବାର ଛତିଶା…

ସଂସଦରେ ଓଡ଼ିଆ ସାଂସଦଙ୍କ ଶପଥ ଗ୍ରହଣ: ସଂସ୍କୃତରେ ପ୍ରତାପ ଷଡଙ୍ଗୀ ଓ ସାନ୍ତାଳୀ ଭାଷାରେ ଶପଥ ନେଲେ ନବଚରଣ ମାଝୀ

ନୂଆଦିଲ୍ଲୀ: ଆଜି ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର। ସଂସ୍କୃତ, ସାନ୍ତାଳୀ ଓ ଓଡ଼ିଆ ଭାଷାରେ ଶପଥ ନେଲେ ଓଡ଼ିଶା ସାଂସଦ। ଗତକାଲି କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ…

ଲେଖା ପଢା ନଜାଣିଥିବାରୁ ପଦରୁ ବିଦା ହେଲେ ସରପଞ୍ଚ

ଭଦ୍ରକ: ଲେଖି ଜାଣିନାହାନ୍ତି କି ପଢ଼ି ପାରୁନାହାନ୍ତି। କିନ୍ତୁ ସରପଞ୍ଚ ପଦରେ ଥିଲେ ମହିଳା। ଶେଷରେ ହେଲେ ବିଦା। ଭଦ୍ରକ ଧାମନଗର ବ୍ଲକ ବୟାଙ୍ଗଡିହି ପଂଚାୟତର ନାଏବ ସରପଞ୍ଚ କୁନ୍ତଳା ମଳିକ ଚଳିତ ପଞ୍ଚାୟତ ନିର୍ବାଚନରେ ତାଙ୍କ ପ୍ରତିଦ୍ବନ୍ଦୀ ପ୍ରାର୍ଥୀ ଭାରତୀ ବେହେରା ଙ୍କୁ ହରାଇ ସରପଞ୍ଚ…

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି । ଖୁବ ଶୀଘ୍ର ଏହାର ରୂପରେଖ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାହା…

ସହରର ଟ୍ରାଫିକ୍ ପୋଷ୍ଟରୁ ହଟିବ ରେଡ୍ ଲାଇଟ୍

ଭୁବନେଶ୍ନର: ସହରରେ ଏଣିକି ଆଉ ଟ୍ରାଫିକ ପୋଷ୍ଟରେ ରହିବନି ରେଡ୍ ଲାଇଟ୍ । ଘଣ୍ଟା ଘଣ୍ଟା ଧରି ଆଉ ଟ୍ରାଫିକରେ ଆଉ ଲୋକେ ଅପେକ୍ଷା କରିବେ ନାହିଁ । ଏହାର ପରିବର୍ତ୍ତେ କିଛି ବିକଳ୍ପ ବ୍ୟବସ୍ଥା କରାଯିବ । କିଛି ଏମିତି ଘୋଷଣା କରିଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…