Latest Odisha News

BREAKING NEWS

ସ୍ତ୍ରୀ ଛାଡିକି ପଳେଇବ; ୱାର୍କ ଲାଇଫ୍ ବାଲାନ୍ସକୁ ନେଇ କାହିଁକି ଏଭଳି କହିଲେ ଗୌତମ ଆଦାନୀ

ନୂଆଦିଲ୍ଲୀ: ଆଜିକାଲି ୱାର୍କ ବାଲାନ୍ସକୁ ନେଇ ଚର୍ଚ୍ଚା ଖୁବ୍ ହେଉଛି। ଇନଫୋସିସ୍ ପ୍ରତିଷ୍ଠାତା ନାରାୟଣ ମୁର୍ତ୍ତୀ ୱାର୍କ କଲଚର ସମ୍ବନ୍ଧରେ ଅନେକ ଥର ବିବୃତ୍ତି ମଧ୍ଯ ଦେଇଛନ୍ତି। ସେ ସପ୍ତାହରେ ୭୦ ଘଣ୍ଟା କାମ କରିବାକୁ ପରାମର୍ଶ ଦେଇଛନ୍ତି। ଯାହା ଉପରେ ପ୍ରତିକ୍ରିୟା ରଖିଛନ୍ତି ଆଦାନୀ…

ଜାଡରେ ଥରୁଛି ଉତ୍ତର ଭାରତ, ଦିଲ୍ଲୀ ଏନସିଆରରେ ଖସିଲା ପାରା

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ପ୍ରବଳ ଥଣ୍ଡା ଏବଂ ଘନ କୁହୁଡ଼ି ସହିତ ନୂଆ ବର୍ଷ ଆରମ୍ଭ ହୋଇଛି। ଶୀତ ଲହର ଯୋଗୁଁ ସର୍ବନିମ୍ନ ତାପମାତ୍ରାରେ ହ୍ରାସ ହେଉଛି। ମଙ୍ଗଳବାର ଦିନ ତାପମାତ୍ରା ୯.୬ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଛି, ଯାହା ସାଧାରଣ ଅପେକ୍ଷା ସାମାନ୍ୟ ଅଧିକ। ଆଗାମୀ ଦିନରେ…

ନୂଆବର୍ଷରେ ନୂଆ ନିୟମ, କମିଲା ଏଲପିଜି ଗ୍ୟାସ ଦର

ନୂଆଦିଲ୍ଲୀ: ନୂଆବର୍ଷ ଆରମ୍ଭରେ ବଦଳିଛି ଅନେକ ନିୟମ । ଆଉ ବର୍ଷ ଆରମଯବରୁ ଗ୍ରାହକଙ୍କୁ ମିଳିଛି ଏକ ଖୁସି ଖବର । କମିଛି ଏଲପିଜି ସିଲିଣ୍ଡର ଦର । କମର୍ସିଆଲ ସିଲିଣ୍ଡର ଦର କମ ହୋଇଛି । ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡର ଦର ସ୍ଥିର ରହିଥିବା ବେଳେ ୧୯ କେଜି ବିଶିଷ୍ଟ କମର୍ସିଆଲ ସିଲିଣ୍ଡର…

ଜିରୋ ନାଇଟ୍‌ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର

ବଲାଙ୍ଗିର: ଜିରୋ ନାଇଟ୍‌ ବେଳେ ବୁଲିଲା ଖଣ୍ଡା। ବଲାଙ୍ଗିର ଟାଉନ ଥାନା ତୁଳସୀନଗରରେ ୨ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ। ୨ ଗୁରୁତରଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ନୂଆବର୍ଷକୁ ସ୍ୱାଗତ କରିବା ପାଇଁ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାଇକରେ ଦୁଇଜଣ ଆସି…

ଆଗକୁ ବଢିବ ଶୀତ, ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ନୂଆବର୍ଷରେ ଶୀତରେ ଥରିବ ରାଜ୍ୟ। ଶୁଖିଲା ପାଗ ସହ ପ୍ରବଳ ଶୀତ ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ରାଜ୍ୟ ପାଣିପାଗ ବିଭାଗ। ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟଟି ପଶ୍ଚିମ ଦିଗକୁ ଗତି କରୁଥିବାରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢିବ। ଏହାର ପ୍ରଭାବରେ…

ବର୍ଷ ଆରମ୍ଭରୁ ରକ୍ତରେ ଭିଜିଲା ପୁରା ପରିବାର, ୫ମୃତ, ଅଭିଯୁକ୍ତ ଗିରଫ

ଉତ୍ତରପ୍ରଦେଶ: ବର୍ଷ ଆରମ୍ଭରୁ ରକ୍ତ ଛିଟା । ହୋଟେଲରୁ ପରିବାର ୫ ଜଣଙ୍କ ମୃତଦେହ ଉଦ୍ଧାର । ଲକ୍ଷ୍ନୌର ଏକ ହୋଟେଲ ରୁମରୁ ମୃତଦେହ ଉଦ୍ଧାର କଲା ପୋଲିସ । ହତ୍ୟା ସନ୍ଦେହରେ ୨୪ ବର୍ଷୀୟ ଯୁବକଙ୍କୁ ଅଟକ ରଖିଲା ପୋଲିସ । ତେବେ ପାରିବାରିକ କଳହରୁ ଯୁବକ ଜଣଙ୍କ ହତ୍ୟା କରିଥିବା ନେଇ ସୂଚନା…

ଧୁମଧାମରେ ନୂଆବର୍ଷକୁ ସ୍ଵାଗତ କଲେ ଦେଶବାସୀ, ଶୁଭେଚ୍ଛା ଜଣେଇଲେ ମୋଦୀ

ନୂଆଦିଲ୍ଲୀ: ଡିସେମ୍ବର ୩୧ ତାରିଖ ରାତି ୧୨ଟାରେ ବଦଳିଛି କ୍ୟାଲେଣ୍ଡର। ସବୁ ଅପେକ୍ଷାର ଅନ୍ତ ଘଟି ଆସିଛି ନୂଆବର୍ଷ ୨୦୨୫। ଖୁବ୍ ଧୁମଧାମରେ ନୂଆବର୍ଷକୁ ସ୍ଵାଗତ କରିଛନ୍ତି ପୁରା ଦେଶବାସୀ । ନୂଆ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ,…

ଜିରୋ ନାଇଟ ସେଲିବ୍ରେସନ ବେଳେ ଫୁଟିଲା ଗୁଳି, ୪ ଗୁରୁତର

ଖଲ୍ଲିକୋଟ: ନୂଆବର୍ଷ ଆରମ୍ଭରୁ ଅଘଟଣ । ଧୁମଧାମରେ ଜିରୋ ନାଇଟ୍‌ ସେଲିବ୍ରେସନ ଚାଲିଥିବାବେଳେ ନାଚଗୀତରେ ମସଗୁଲ ଥିଲେ ସମସ୍ତେ। ମାତ୍ର ହଠାତ୍‌ ଫୁଟିଲା ଗୁଳି ଓ ହେଲା ଅତର୍କିତ ଛୁରା ମାଡ଼। ଖଲ୍ଲିକୋଟରେ ଜିରୋ ନାଇଟରେ ଏହି ଗୁଳିକାଣ୍ଡ ଘଟିଛି। ରମ୍ଭାଥାନା ବସୁଳିଆ ଓଡ଼ିଆରପି କଲୋନୀରେ…

ନୂଆବର୍ଷରୁ ନୂଆ ବିମାନ ସେବା: ଭୁବନେଶ୍ବର ଓ ଝାରସୁଗୁଡାରୁ ୯ଟି ନୂଆ ସହରକୁ ଉଡାଣ ଆରମ୍ଭ

ଭୁବନେଶ୍ୱର: ନୂଆବର୍ଷରୁ ନୂଆ ବିମାନ ସେବା ଆରମ୍ଭ। ଉଭୟ ଭୁବନେଶ୍ବର ଏବଂ ଝାରସୁଗୁଡ଼ା ବିମାନ ବନ୍ଦରରୁ ଦେଶରର ପ୍ରମୁଖ ସହରକୁ ଆରମ୍ଭ ହେବ ଉଡାଣ ସେବା। ଜାନୁଆରୀରେ ୩ ତାରିଖରୁ ଭୁବନେଶ୍ବରରୁ ଆଉ ୫ ସହରକୁ ସିଧାସଳଖ ଭାବେ ଉଡ଼ିବ ବିମାନ। ଜାନୁଆରୀରେ ପହିଲାରୁ ଝାରସୁଗୁଡ଼ା ଦେଶର ୪ ପ୍ରମୁଖ…

ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ରାତି ସାରା ଅନିଦ୍ରା ମହାପ୍ରଭୁ

ପୁରୀ: ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ । ରାତି ସାରା ଅନିଦ୍ରା ମହାପ୍ରଭୁ । ରାତି ସାରା ଚାଲିଛି ଶ୍ରୀଜିଉଙ୍କ ଦର୍ଶନ । ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ୍ । ସିଂହଦ୍ବାର ଦେଇ ପ୍ରବେଶ କରୁଛନ୍ତି ଭକ୍ତ । ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ ପାଇଁ ବ୍ୟବସ୍ଥା…