ଖୋର୍ଦ୍ଧା ରୋଡରେ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟର ମଞ୍ଜୁରୀ
ଭୁବନେଶ୍ୱର: ଖୋର୍ଦ୍ଧା ରୋଡ ଷ୍ଟେସନରେ ବୃଦ୍ଧି ପାଉଥିବା ଟ୍ରେନ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ପୂର୍ବ ତଟ ରେଳପଥ ଏକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି। ଟ୍ରେନ୍ ଚଳାଚଳକୁ ସୁଗମ କରିବା ଏବଂ ହାଓ୍ବଡ଼ା-ଚେନ୍ନାଇ ମେନ୍ ଲାଇନ୍ ଏବଂ ଖୋର୍ଦ୍ଧା ରୋଡ୍-ପୁରୀ…