ରେକର୍ଡ ପରେ ରେକର୍ଡ ସୃଷ୍ଟି କରି ଚାଲିଛନ୍ତି ରୁଟ
ଲଣ୍ଡନ: ଇଂଲଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ଜୋ ରୁଟ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି । ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟରେ ଶତକ ହାସଲ କରିବା ସେ ଏବେ ରେକର୍ଡ ଉପରେ ରେକର୍ଡ ସୃଷ୍ଟି କରିବାରେ ଲାଗିଛନ୍ତି । ଟେଷ୍ଟ ଇତିହାସରେ ସର୍ବାଧିକ ଶତକ ହାସଲରେ ସେ ଏବେ ୫ମ ସ୍ଥାନରେ ରହିଛନ୍ତି । ସେ ୩୬ ଶତକ ସହ…