୮ ମାସର ଗର୍ଭବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
ଭବାନୀପାଟଣା: ଗର୍ଭବତୀ ମହିଳାଙ୍କ ପ୍ରତି ହେଉଥିବା ଦୁଷ୍କର୍ମ ଏକ ଅତ୍ୟନ୍ତ ଜଘନ୍ୟ ଏବଂ ଗମ୍ଭୀର ଅପରାଧ। ଏହା ଜାଣିବା ସତ୍ତ୍ୱେ ଅପରାଧ କରିବାକୁ ପଛାଉନାହାଁନ୍ତି ଅପରାଧୀ। କଳାହାଣ୍ଡି ଜିଲ୍ଲା ସଦର ଥାନା ଅଞ୍ଚଳରୁ ଏଭଳି ଏକ ଲଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ…