ଆରମ୍ଭ ହେଲା ଶ୍ରୀମନ୍ଦିରରେ ପଟି ଦିଅଁଙ୍କ ପୂଜା, ମହାପ୍ରଭୁଙ୍କ ଅଣସର ନୀତି
ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ମହାପ୍ରଭୁଙ୍କ ଚଳିତଥର ବିରଳ ୧୩ ଦିନିଆ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ…