Latest Odisha News

BREAKING NEWS

କାମ୍ ଦେଲାନି ଆଲୋଚନା, ବାରିପଦା ବସଷ୍ଟାଣ୍ଡରୁ ଗଡ଼ିଲା ନାହିଁ ବସ୍

ବାରିପଦା: ପ୍ରଶାସନ, ପୋଲିସ ଏବଂ ଘରୋଇ ବସ୍ ସଂଘର କର୍ମକର୍ତ୍ତାଙ୍କ ସହ ବୈଠକ ହୋଇଥିଲା। ସଂଧ୍ୟାରେ ବାରିପଦା ବସଷ୍ଟାଣ୍ଡରୁ ବସ୍ ଗଡିଥାନ୍ତା। କିନ୍ତୁ ଯେଉଁମାନେ ଗଣ୍ଡଗୋଳ ଘଟଣାରେ ଜେଲରେ ଅଛନ୍ତି ସେମାନଙ୍କୁ ଜାମିନ୍ ନନିଳିବାରୁ ବସ୍ ଚଳାଚଳ ପୂର୍ବଭଳି ରହିଛି। ଅର୍ଥାତ୍ ପ୍ରଶାସନ ବସ…

ରାଜ୍ୟର ସବୁ ନିଗମ ଅଧ୍ୟକ୍ଷଙ୍କୁ ହଟାଇଲେ ସରକାର

ଭୁବନେଶ୍ଵର: ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର । ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତ ଅଧ୍ୟକ୍ଷଙ୍କୁ ଅବ୍ୟାହତି ଦେଲେ ରାଜ୍ୟର ନୂତନ ସରକାର । ନିଗମଗୁଡ଼ିକର ପରିଚାଳନାରେ ଗୁଣାତ୍ମକ ଉନ୍ନତି ହେଉ ନଥିବାରୁ ଏପରି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।…

ସୁଧୁରୁଛି ସ୍ଥିତି, କୋହଳ କରାଯାଉଛି ବାଲେଶ୍ଵର କର୍ଫ୍ୟୁ

ବାଲେଶ୍ଵର: ବାଲେଶ୍ବରରେ ପୁଣି କର୍ଫ୍ୟୁ କୋହଳ । ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ କଲା ପ୍ରଶାସନ । ସକାଳ ୫ଟାରୁ ରାତି ୯ଟା ଯାଏଁ କୋହଳ ହେଲା କର୍ଫ୍ୟୁ । ଟାଉନ୍ ଥାନା ଅଞ୍ଚଳରେ ସକାଳ ୫ରୁ ଦିନ ୨ଟା ଯାଏଁ କୋହଳ । ସୂଚନାଯୋଗ୍ୟ, ସୋମବାର ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଏକାଧିକ…

ପ୍ରାକ-ବଜେଟ୍ ପରାମର୍ଶ ବୈଠକ: ସମ୍ବଲପୁରରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ରଖିଲା ରାଜ୍ୟ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତି ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଯୋଗ ଦେଇଛନ୍ତି ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ । ଆଗାମୀ କେନ୍ଦ୍ର ବଜେଟ୍, ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ…

ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି । କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଇଣ୍ଡିଆନ୍‍ ସୋସାଇଟି ଫର୍‍ ଟେକ୍‍ନିକାଲ୍‍ ଏଜୁକେସନ୍‍ ର ୫୩ତମ ଜାତୀୟ ବାର୍ଷିକ ସମ୍ମିଳନୀରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି…

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷୀତଙ୍କ ଦେହାନ୍ତ

ବାରଣାସୀ: ଆରପାରିରେ ଅଯୋଦ୍ଧାରେ ରାମମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷୀତ । ଅନେକ ଦିନ ଧରି ବାର୍ଦ୍ଧ୍ୟକ ଜନିତ ରୋଗରେ ପିଡୀତ ଥିଲେ ଦିକ୍ଷୀତ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ଆଜି ସକାଳ ୬.୪୫ରେ ବାରଣାସୀରେ…

ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡିଶାର ପ୍ରାୟ ଅଧିକାଂଶ ସ୍ଥାନରେ ପହଞ୍ଚିସାରିଲାଣି ମୌସୁମୀ। ୨ ରୁ ୩ ଦିନ ଭିତରେ ରାଜ୍ୟର ସମସ୍ତ ଜିଲ୍ଲାକୁ ସ୍ପର୍ଶ କରିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସେପଟେ ନୂତନ ସରକାର ଗଢ଼ିବା ପରେ ଆକ୍ସନ ମୋଡରେ ଅଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ…

ତମଣ୍ଡୋ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କଲା କମିଶନରେଟ୍ ପୋଲିସ

ଭୁବନେଶ୍ବର: ଗତକାଲି ତମାଣ୍ଡୋ ଅଞ୍ଚଳରେ ହୋଇଥିବା ଛତିଥରା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ୍। ମଦ ନିଶାରେ ନିଜର ରାଗକୁ ନିୟନ୍ତ୍ରଣ କରିନପାରି ଏଭଳି କାଣ୍ଡ ଭିଆଇଛି ହତ୍ୟାକାରୀ। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ଦେଉଛନ୍ତି ବୌଦ୍ଧ ଜିଲ୍ଲାର ରଞ୍ଜନ ଦୀପ। ତେବେ ଅଭିଯୁକ୍ତ…

ଆଣ୍ଟି ପେପରଲିକ୍ ଆଇନ ଲାଗୁ, ପ୍ରଶ୍ନପତ୍ର ଲିକ୍ କଲେ ଜେଲ୍

ନୂଆଦିଲ୍ଲୀ: ପ୍ରଶ୍ନପତ୍ର ଲିକ୍ ହେଲେ ୧୦ବର୍ଷ ଜେଲ୍, କୋଟିଏ ଟଙ୍କା ଜରିମାନା। ଦେଶରେ ଅଧାରାତିରେ ଲାଗୁ ହେଲା ଆଣ୍ଟି ପେପରଲିକ୍ ଆଇନ। ନିଟ୍ ୟୁଜି ଓ ୟୁଜିସି ନେଟ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ ମଧ୍ୟରେ ସାର୍ବଜନୀନ ପରୀକ୍ଷା ଆଇନ୍-୨୦୨୪ ଲାଗୁ କରିଛନ୍ତି । ଶୁକ୍ରବାର ରାତିରେ ଆଇନର…

ବାଣ ଭିଡ଼ୁଥିବା ବେଳେ ଅଘଟଣ ବିସ୍ପୋରଣ ଘଟି ଜଣଙ୍କର ମୃତ୍ୟୁ

ବାରିପଦା: ବାଣ ଭିଡ଼ୁଥିବା ବେଳେ ଘଟିଲା ଅଘଟଣ। ଘରେ ବାଣ ଗଚ୍ଛିତ କରି ରଖିଥିବା ବେଳେ ବିସ୍ଫୋରଣ ଘଟି ଉଡ଼ିଗଲା ଆଜବେଷ୍ଟସ୍ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବୈସିଙ୍ଗା ଥାନା ବଡ଼ଗୋପାଳପୁର ଗାଁରେ ଘଟିଛି ଏହି ବାଣ ବିସ୍ଫୋରଣ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ…