ଇଂରାଜୀ ନବବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଇଂରାଜୀ ନବବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ। ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେନି ବୋଲି ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ନୂଆବର୍ଷ ପାଳିବେ ନାହିଁ ବୋଲି…