ଯେଉଁ ରାଷ୍ଟ୍ରରେ ଜ୍ଞାନର ପୁଞ୍ଜି ଅଛି, ସେହି ରାଷ୍ଟ୍ର ଅଗ୍ରଗତି କରିବାକୁ ସେତିକି ସମର୍ଥ- ରାଜ୍ୟପାଳ
ଭୁବନେଶ୍ୱର: ଏକବିଂଶ ଶତାଦ୍ଦୀର ସମାଜ ଜ୍ଞାନ ଦ୍ୱାରା ପରିଚାଳିତ ଏକ ସମାଜ ହେବ। ଆଜି ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବକୁ ଉଦଘାଟନ କରି ରାଜ୍ୟପାଳ ରଘୁବର ଦାସ ଏହା କହିଛନ୍ତି। ଆୟୋଜିତ ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଛନ୍ତି, ଯେଉଁ ରାଷ୍ଟ୍ରରେ ଜ୍ଞାନର…