Latest Odisha News

ରାଜଧାନୀରେ ମେଟ୍ରୋ ପ୍ରକଳ୍ପର ଭବିଷ୍ୟତକୁ ନେଇ ସ୍ପଷ୍ଟ ହେଲା ମୋହନ ସରକାରର ଆଭିମୁଖ୍ୟ

ଭୁବନେଶ୍ୱର: ନବୀନ ସରକାର ଯିବା ପରେ ଅନେକ ଯୋଜନା ଏବଂ ପ୍ରକଳ୍ପର ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହାରି ଭିତରେ ଅନ୍ୟତମ ପ୍ରକଳ୍ପ ହେଉଛି ମେଟ୍ରୋ ପ୍ରକଳ୍ପ । ଏହାରି ଭିତରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗୁରୁବାର କହିଛନ୍ତି, ଭୁବନେଶ୍ୱର ମେଟ୍ରୋ ରେଳ…

ଗ୍ରାମାଞ୍ଚଳରେ ମୋବାଇଲ୍ ନେଟୱର୍କ ଓ ଇଣ୍ଟରନେଟ୍ ସୁବିଧାକୁ ସୁଦୃଢ଼ କରାଯିବ: ଆଇଟି ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ ମୋବାଇଲ୍ ନେଟୱର୍କ ଓ ଇଣ୍ଟରନେଟ୍ ସୁବିଧାକୁ ସୁଦୃଢ଼ କରାଯିବ। ଏ ଦିଗରେ ରାଜ୍ୟ ସରକାର କାର୍ଯ୍ୟ କରିବେ ବୋଲି ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କହିଛନ୍ତି। ବିଭାଗର କାର୍ଯ୍ୟକଳାପର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ…

ପୁଅକୁ ସାପ କାମୁଡିଲା ପରେ ବାପାଙ୍କ ଅଭିନବ ପଦକ୍ଷେପ

ଆଗ୍ରା: ଉତରପ୍ରଦେଶର ଆଗ୍ରାରେ ଏ ଭଳି ଏକ ଘଟଣା ଘଟିଛି ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଛି । କାଳିନ୍ଦି ବିହାରରେ ଜଣେ କିଶୋରକୁ ସାପ କାମୁଡି ଦେଇଥିଲା । ଏହା ଦେଖି ତାଙ୍କ ବାପାଙ୍କ ହୋଶ ଉଡି ଯାଇଥିଲା । ସେ କିଛି ବୁଦ୍ଧି ନ ପାଇ ସାପ ପଛରେ ଗୋଡାଇଲେ । ନିଜ ଜୀବନକୁ ବାଜି ଲଗାଇ…

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ

ନୂଆଦିଲ୍ଲୀ: ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ଭର୍ତ୍ତୃହରିଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ…

ମୁହଁ ଖୋଲିଲେ ଶିକ୍ଷା ମନ୍ତ୍ରୀ, କହିଲେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

ନୂଆଦିଲ୍ଲୀ: ଦେଶରେ ନିଟ୍‌ ଓ ନେଟ୍‌ ପରୀକ୍ଷାରେ ବିଭ୍ରାଟ ଅଭିଯୋଗ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, “ମୁଁ ସମସ୍ତଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା…

କେଜ୍ରିୱାଲଙ୍କୁ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଆଶ୍ୱସ୍ତି । କେଜ୍ରିୱାଲଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି ରାଉଜ ଏଭେନ୍ୟୁ କୋର୍ଟ । ଦିଲ୍ଲୀ ଅବକାରୀ ଦୁର୍ନୀତିରେ ଜଡ଼ିତ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲଙ୍କୁ ମିଳିଛି ଆଶ୍ୱସ୍ତି । ୧ ଲକ୍ଷ ଟଙ୍କାର ଜମାନତ ରାଶି…

ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ସମାପନ କରିବା ପାଇଁ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ଅତିଥି ଭବନ ଠାରେ ଆୟୋଜିତ ବୈଠକରେ ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା…

‘ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହର ଭାବରେ ଗଢ଼ିବାକୁ ହେବ, ସହରାଞ୍ଚଳ ବିକାଶ ଉପରେ ଗୁରୁତ୍ୱ ଦିଆଯିବ’

ଭୁବନେଶ୍ୱର: ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଆୟୋଜିତ ହୋଇଯାଇଛି । ବୈଠକରେ ବର୍ଷାଋତୁରେ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ…

କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ପ୍ରାକ୍ ବଜେଟ୍ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେବେ ଉପମୁଖ୍ୟମନ୍ତ୍ରୀ କେଭି…

ଭୁବନେଶ୍ୱର: କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ…

ଯୁଦ୍ଧକୁ ବନ୍ଦ କରିଦେଲେ କିନ୍ତୁ ପେପର ଲିକକୁ ଅଟକାଇ ପାରିଲେ ନାହିଁ ମୋଦୀ: ରାହୁଲ

ନୂଆଦିଲ୍ଲୀ: ନିଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏକ ସାମ୍ବାଦିକ ସମ୍ମିଳନୀରେ ରାହୁଲ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ମୋଦୀ ଇସ୍ରାଏଲ-ଗାଜା ଏବଂ ରୁଷିଆ-ୟୁକ୍ରେନ…