Latest Odisha News

ମହାପ୍ରଭୁଙ୍କ ସେନାପଟା ଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ସେନାପଟା ଲାଗି ନୀତି ନିମନ୍ତେ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ଯାଏଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ରାତି ୧୨ଟା ଠାରୁ କାଲି ଦିନ ୧୧ଟା ଯାଏଁ ଦର୍ଶନ ବନ୍ଦ ରହିବ। ସେପଟେ ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ…

ବାହାଘର ଭୋଜି ଖାଇ ଘରକୁ ଫେରୁଥିବା ବେଳେ ବାଇକ ଦୁର୍ଘଟଣା, ୨ ମୃତ

କୋରାପୁଟ: ବୋରିଗୁମ୍ମା ଥାନା ବିଜାପୁର ନିକଟରେ ବାଇକ ଦୁର୍ଘଟଣା। ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ବୋରିଗୁମ୍ମା ମେଡିକାଲରେ ବାଇକରେ ବସିଥିବା ଅନ୍ୟ ଜଣେ ଯୁବକଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଉଭୟ ମୃତ ଯୁବକ ଦୁଇ ବନ୍ଧୁ ହୋଇଥିବା ବେଳେ ଏମାନେ ଜୟପୁର ସହର ବାସିନ୍ଦା ବୋଲି…

ହାଣ୍ଡିଶାଳରେ ଚଡ଼କ, ମୁଣ୍ଡ ବିନ୍ଧାର କାରଣ ପାଲଟିଛି ସବୁଜ ପରିବା

ଭୁବନେଶ୍ୱର : ନିର୍ବାଚନ ସରିବା ପରେ ଏବେ ପରିବା ଦରରେ ଲାଗିଲା ନିଆଁ । ଲଗାତାର ଭାବେ ବଢିଚାଲିଛି ପରିବା ଦର । ବଜାରରୁ ଘର, ଘରଠୁ ହୋଟେଲ ସବୁଠି ପରିବା ଚର୍ଚ୍ଚା । ବର୍ଦ୍ଧିତ ଦରରେ କେବେ ଲାଗିବ ରୋକ୍ ସେନେଇ ଚିନ୍ତାରେ ଖାଉଟି । ଅଧିକାଂଶ କଞ୍ଚା ପରିବା କିଲୋପ୍ରତି ଦାମ ୫୦ ଟଙ୍କା ଉପରେ…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା; ତେଜସ୍ୱୀ ଯାଦବଙ୍କ ବ୍ୟକ୍ତିଗତ ସଚିବଙ୍କ ହାତ ଥିବା କହିଲେ ବିହାର ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନିଟ୍ ପେପର୍ ଲିକ୍ ମାମଲା ଉପରେ ବଡ ଅଭିଯୋଗ ଆଣିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା । ସେ ଅଭିଯୋଗ କରିଛନ୍ତି ଯେ, ପରୀକ୍ଷା ପତ୍ର ଲିକ୍ ହେବା ପଛରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବଙ୍କ ବ୍ୟକ୍ତିଗତ ସଚିବ ପ୍ରୀତମ କୁମାରଙ୍କ ହାତ ରହିଛି ।…

ପୂଜା କୋଠରୀ ପାଇଁ ବାସ୍ତୁ

ଭୁବନେଶ୍ବର:  ପୂଜା କୋଠରୀ ଘରେ ସକାରାତ୍ମକ ଏବଂ ଶାନ୍ତି ପ୍ରଦାୟକ ଶକ୍ତିର କେନ୍ଦ୍ରବିନ୍ଦୁ ହୋଇଥାଏ । ଆପଣଙ୍କ ଘରେ ଦେବାଦେବୀଙ୍କ ଉପସ୍ଥିତି କାରଣରୁ ଏହା ଦୈବୀ ଶକ୍ତି ବିଚ୍ଛୁରଣ କରିଥାଏ । ଆପଣଙ୍କ ଘର ଯେତେ ବଡ଼ କିମ୍ବା ଛୋଟ ହୋଇଥାଉ ନା କାହିଁକି, ଦେବାଦେବୀଙ୍କ ପାଇଁ ଗୋଟିଏ ପୃଥକ୍ ଜାଗା…

ନିଟ୍‌ ଏବଂ ୟୁଜିସି-ନେଟ୍‌ ପରୀକ୍ଷାରେ ବିଭ୍ରାଟ ଅଭିଯୋଗ ପ୍ରସଙ୍ଗ, ଶିକ୍ଷା ମନ୍ତ୍ରୀଙ୍କ ଘର ଘେରାଉ

ନୂଆଦିଲ୍ଲୀ: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କଲା ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI । ନୂଆଦିଲ୍ଲୀ ସ୍ଥିତ ବାସଭବନ ଆଗରେ NSUIର ବିକ୍ଷୋଭ ପ୍ରଦର୍ଶନ । ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରମାନଙ୍କୁ ଉଠାଇ ନେଲା ପୋଲିସ। ମିଳିଥିବା ସୂଚନା ଅନୁଯାୟୀ ଏହି ଛାତ୍ର…

୧୮ ଘଣ୍ଟା ପରେ ବି ମିଳୁନି ପତ୍ତା, ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଛାତ୍ର ନିଖୋଜ ଘଟଣାର ୧୮ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଛାତ୍ର ଜଣଙ୍କର ପତ୍ତା ମିଳିପାରିନାହିଁ। ନିଖୋଜ ଛାତ୍ର ଜଣକ ହେଉଛନ୍ତି କେ. ଆର୍ଯ୍ୟପଲ୍ଲୀ ଗ୍ରାମର ୨୨ବର୍ଷୀୟ ହେମନସେନ ବେହେରା । ଏସଆରସି ନିର୍ଦ୍ଦେଶ କ୍ରମେ…

ପ୍ରି ଅଲିମ୍ପିକ କ୍ୟାମ୍ପ ପାଇଁ ୨୭ଜଣିଆ ଖେଳାଳିଙ୍କ ନାମ ଘୋଷଣା କଲା ହକି ଇଣ୍ଡିଆ

ନୂଆଦିଲ୍ଲୀ: ପ୍ରି ଅଲିମ୍ପିକ ଶିବିର ପାଇଁ ହକି ଇଣ୍ଡିଆ ଗୁରୁବାର ୨୭ ସମ୍ଭାବ୍ୟ ଖେଳାଳିଙ୍କ ନାମ ଘୋଷଣା କରିଛି । ୨୧ ଜୁନରୁ ୮ ଜୁଲାଇ ପର୍ଯ୍ୟନ୍ତ ଏହି ଶିବିର ଆୟୋଜିତ ହେବ । ଅଲିମ୍ପିକରେ ଭାରତ ପୁଲ ବିରେ ବେଲଜିୟମ, ଆର୍ଜେଂଟିନା, ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ ଓ ଆୟର୍ଲାଣ୍ଡ ସହ ରହିଛି ।…

ଡିପଥେରିଆ ପରେ ଚିନ୍ତାବଢାଉଛି ଜଣ୍ଡିସ, ସମ୍ବଲପୁରରେ ୨୫ ଆକ୍ରାନ୍ତ ଚିହ୍ନଟ

ସମ୍ବଲପୁର: ରାଜ୍ୟରେ ବର୍ତ୍ତମାନ ଡିପଥେରିଆ ଚିନ୍ତାର ବିଷୟ ପାଲଟିଥିବାବେଳେ ଏଥିରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୬ ଛୁଇଁଛି । ଏହି ସମୟରେ ସମ୍ବଲପୁର ଜିଲ୍ଲାରେ ବ୍ୟାପିବାରେ ଲାଗିଛି ଜଣ୍ଡିସ । ଏଥିରେ ୨୫ ଜଣ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସମ୍ବଲପୁରର…

ଟି୨୦ ବିଶ୍ୱକପ ସୁପର ଏଇଟ: ଦକ୍ଷିଣ ଆଫ୍ରିକା, ଇଂଲଣ୍ଡର ଆକର୍ଷଣୀୟ ବିଜୟ

ନୂଆଦିଲ୍ଲୀ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟର ସୁପର ଏଇଟ ପର୍ଯ୍ୟାୟରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ସେମାନଙ୍କ ମ୍ୟାଚରେ ବିଜୟ ହାସଲ କରିଛନ୍ତି । ଆଂଟିଗୁଆରେ ଦକ୍ଷିଣ ଆଫ୍ରିକା ୧୮ ରନରେ ଆମେରିକାକୁ ପରାସ୍ତ କରି ସେମି ଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ କରିଛି । ଏହି ମ୍ୟାଚରେ ମଧ୍ୟ ଆମେରିକା…