ସୋସିଆଲ ମିଡିଆରେ ଅଫିସିଆଲ ହ୍ୟାଣ୍ଡେଲ ଖୋଲିବାକୁ ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅଫିସିଆଲ ହ୍ୟାଣ୍ଡେଲ ଖୋଲିବାକୁ ରାଜ୍ୟର ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ଆଜି ଏକ ସରକାରୀ ଚିଠି ଲେଖି ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ,…