ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ
ଫୁଲବାଣୀ: ୨୦୨୪ ମାର୍ଚ୍ଚ ୧୧ ତାରିଖରେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାର ଆସିଲା ରାୟ । ଦୁଷ୍କର୍ମକାରୀ ଧନେଶ୍ୱର କହଁରକୁ ୨୦ ବର୍ଷ ଜେଲ୍ ଦଣ୍ଡ ଶୁଣାଇଲେ ଫୁଲବାଣୀର ପୋକ୍ସୋ କୋର୍ଟ । ଏହା ସହ ୧ ଲକ୍ଷ ପାଞ୍ଚ ହଜାର ଟଙ୍କା ଜରିମାନା ହୋଇଛି । ଜରିମାନା ଅନାଦେୟ ହେଲେ ଅଧିକ ୧୪ ମାସ ଜେଲ୍…