ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ ଘଟଣା; ପୂରା ସହରରେ କର୍ଫ୍ୟୁ
ବାଲେଶ୍ବର: ବାଲେଶ୍ୱର ଜିଲ୍ଲାରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ ଉଗ୍ର ରୂପ ନେଇଛି। ଢେଲାପଥର, ବାଡ଼ି ଓ କାଚ ବୋତଲ ମାଡ଼ରେ ୫ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇଛନ୍ତି। ଘଟଣାସ୍ଥଳରେ ଅନେକ ଦୁଇଚକିଆ ଓ ଚାରିଚକିଆ ଗାଡ଼ି ସହ ଲୋକଙ୍କ ଘର ଆସବାବପତ୍ର ନଷ୍ଟ ହୋଇଛି।…