ବିଲରେ କାମ କରୁଥିବା ସମୟରେ ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର
କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ସଲପଗୁଡ଼ା ଗାଁରେ ଅଘଟଣ । ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି । ବଜ୍ରାଘାତରେ ମୃତ୍ୟୁ ବରଣ କରିଥିବା ଜଣକଙ୍କ ପରିଚୟ ଶିବ ମାଣ୍ଡି ବୋଲି…