ଆଜି ଶେଷ ଦର୍ଶନ ପାଇଁ ଯାଇପାରନ୍ତି ମୋଦି, ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ
ନୂଆଦିଲ୍ଲୀ: ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ । ଗତକାଲି ରାତିରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୯୨ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଡକ୍ଟର ମନମୋହନ ସିଂହ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ।…