ପୁର ପଲ୍ଲୀରେ ରଜ ମଉଜ, କାହିଁକି ପାଳନ ହୁଏ ରଜ ଜାଣନ୍ତୁ……
ଭୁବନେଶ୍ବର: ଆଜି ରଜ ପାଳୁଛି ଓଡିଶା । ସାରା ରାଜ୍ୟରେ ପହିଲି ରଜ ମଉଜ । ଓଡିଶାର ଝିଅ ବୋହୂମାନେ ସୂର୍ଯ୍ୟ ଉଇଁବା ଆଗରୁ ଗୋଧୋଇ ପାଧୋଇ ରଜ ପାଳନ କରୁଛନ୍ତି । ରଜ ପାନ, ରଜ ଦୋଳି, ସୁନ୍ଦର ସୁନ୍ଦର ଝିଅଙ୍କ ସଜବାଜବରେ ଚଳଚଞ୍ଚଳ ଓଡିଶାର ପ୍ରତିଟି ଘର । ଘରେ ଘରେ ପିଠା ପଣା, ଦୋଳି ଖେଳ,…