ମୁଖ୍ୟମନ୍ତ୍ରୀଙ୍କ ନାଁରେ ଫେକ୍ ଆଇଡି ମାମଲା, ସ୍ପଷ୍ଟୀକରଣ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍ ଆଇଡି ଖୋଲାଯାଇଥିବା କହିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଆଇଡିର ତଥ୍ୟ ଦେଲା ବିଭାଗ । ମୁଖ୍ୟମନ୍ତ୍ରୀଙ୍କ ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ ଆକାଉଣ୍ଟର ଲିଙ୍କ ମଧ୍ୟ ସେୟାର କରିଛି…