ରାଜନୀତିରୁ ଅବସର ନେଲେ ଭିକେ ପାଣ୍ଡିଆନ
ଭୁବନେଶ୍ୱର : ସକ୍ରିୟ ରାଜନୀତିରୁ ଅବସର ନେଲେ ଭିକେ ପାଣ୍ଡିଆନ । କହିଥିଲେ ବିଜେଡି ହାରିଲେ ରାଜନୀତିରୁ ସନ୍ନ୍ୟାସ ନେବି | ଆଉ ଆଜି ବାସ୍ତବତାରେ ସେଇଆ କଲେ ପାଣ୍ଡିଆନ | ଏକ ଭିଡିଓ ବାର୍ତ୍ତା ଜାରି କରି ଅବସର ନେଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ଖାଲି ସେତିକି ନୁହେ ରାଜନୀତି…