ପୋଲିସ SI ମହାଘୋଟାଲା: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ୬ଜଣଙ୍କ ଜାମିନ ଆବେଦନ
ଭୁବନେଶ୍ୱର: ଓଡ଼ିଶା ପୋଲିସ ଏସ୍ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି(୩୨) ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ଜଣାଯାଇଛି।…