ଆଇନଜୀବୀଙ୍କ ଉପରେ ଭୁଜାଲିରେ ଆକ୍ରମଣ;ସ୍ଥାନୀୟ ଲୋକେ କଲେ ଉଦ୍ଧାର
ଜଳେଶ୍ୱର:ଆଇନଜୀବୀଙ୍କ ଉପରେ ଭୁଜାଲିରେ ଆକ୍ରମଣ ଘଟଣା ।ଗୁରୁତର ଆହତ ଆଇନଜୀବୀଙ୍କୁ ଜଳେଶ୍ୱର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି ଜଳେଶ୍ୱର ପୋଲିସ। ଆଇନଜୀବୀ ଜଣକ ହେଲେ ସିଦ୍ଧାର୍ଥ ଦାସ । ଜଳେଶ୍ୱରରେ କୋର୍ଟରୁ କାର୍ଯ୍ୟ ସାରି ଫେରୁଥିବା ବେଳେ…