ଚୋରି ପରେ ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ବାଲେଶ୍ୱର: ସୋର ଥାନା ଅନ୍ତର୍ଗତ ସିଙ୍ଗାଖୁଣ୍ଟା ବଜାରରେ ଥିବା ଗ୍ରୋସରୀ ଦୋକାନରେ ନିଆଁ ଲାଗିଯାଇଛି। ଗ୍ରୋସରୀ ଦୋକାନରେ ଥିବା ଅନେକ ସାମଗ୍ରୀ ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ନିଆଁରେ ଜଳିଗଲା ୫୦ ଲକ୍ଷ ଟଙ୍କାର ସାମଗ୍ରୀ । ଦୁର୍ବୃତ୍ତମାନେ ସଟରକାଟି ନିଆଁ ଲଗାଇଦେଇଥିବା ମାଲିକ ଅଭିଯୋଗ…