ତାତିରୁ ମିଳିଲା ଆଶ୍ୱସ୍ତି, ପ୍ରବଳ ବର୍ଷାରେ ଡୁବିଲା ଟ୍ୱିନସିଟି
ଭୁବନେଶ୍ୱର: କାଳବୈଶାଖୀ ଯୋଗୁଁ ଅସମ୍ଭାଳ ଗ୍ରୀଷ୍ମ ସହ ଗୁଳୁଗୁଳିରୁ ମିଳିଲା ମୁକ୍ତି । ଗତକାଲି ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ରାଜଧାନୀ ସମେତ ବିଭିନ୍ନ ଅଞ୍ଚଳରେ ନିର୍ଧୁମ ବର୍ଷିଛି। ଟୁଇନସିଟିରେ ଅସମ୍ଭାଳ ଗ୍ରୀଷ୍ମ ସହ ଗୁଳୁଗୁଳିରୁ…