ରାଜ୍ୟର ୫୮ଟି ସବଡିଭିଜନ୍ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା
ଭୁବନେଶ୍ୱର: ଚାଷୀଙ୍କ ପାଇଁ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ । କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି ମନ୍ତ୍ରୀ କେ.ଭି ସିଂହଦେଓ ଏଭଳି…