ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତରେ ଚାଲିଗଲା ୨ଜଣଙ୍କ ଜୀବନ
ବ୍ରହ୍ମପୁର: ବ୍ରହ୍ମପୁରର ଦିଗପହଣ୍ଡିରେ ତାଣ୍ତବ ରଚିଛି କାଳବୈଶାଖୀ । କାଳବୈଶାଖୀ ସହିତ ବିଭିନ୍ନ ସ୍ଥାନରେ ବଜ୍ରପାତ ମଧ୍ୟ ହୋଇଛି । ବଜ୍ରପାତରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଯୁବକ ଦ୍ୱୟ ହେଲେ ନିରାକାରପୁର ଡୁବୁର ପ୍ରଧାନ ଓ ପୋଲସରାର ଶାନ୍ତନୁ। ଏମାନେ ପାଟପୁର…