ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର
କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…