ଆଖି ସାମ୍ନାରେ ହଠାତ୍ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଗ୍ରାମବାସୀ ଆତଙ୍କିତ
ରାଇକିଆ: କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଦବିଗଲା ମାଟି । ଏହି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମରେ ହଠାତ୍ ମାଟି ଦବିଯାଇ ୧୦ ଫୁଟରୁ ଉର୍ଦ୍ଧ୍ୱ ଗଭୀର ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିବା ଜଣାପଡ଼ିଛି।
ସୂଚନାଥାଉକି,…