ଅଳ୍ପକେ ବର୍ତ୍ତିଲେ ଯବାନ, ଘଞ୍ଚ ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ
କନ୍ଧମାଳ: କନ୍ଧମାଳରେ ମାଓବାଦୀ ଜଣେ ଯୁବକଙ୍କୁ ପୋଲିସ ଇନ୍ଫର୍ମର୍ ସନ୍ଦେହ କରି ନିର୍ମମ ଭାବେ ହତ୍ୟା କରିବା ପରେ ପୋଲିସ ପକ୍ଷରୁ ବଡ଼ ଧରଣର ଅଭିଯାନ ଆରମ୍ଭ ହୋଇଛି। ହେଲେ ଏହି ଅଭିଯାନ ବେଳେ ଅଳ୍ପକେ ବର୍ତ୍ତିଲେ ଯବାନ। ଘଞ୍ଚ ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ।
ସୂଚନା…