ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍; ୩ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ
କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡକୁ ଓଲଟି ପଡିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ମେଡ଼ିକାଲ୍ ରେ ଭର୍ତ୍ତି କରାଯାଇଛି ।
ଖବରମୁତାବକ, ‘ସାଲୁଙ୍କି’ ନାମକ ଏକ…