ଚାଲିଛି ଭୋଟ୍ ଗଣତି; ଆଜି ଆସିବ ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ଫଳ
ମୁମ୍ବାଇ/ରାଞ୍ଚି: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣତି ଆରମ୍ଭ ହୋଇଛି । ଆଜି ପ୍ରକାଶ ପାଇବ ମହାରାଷ୍ଟ୍ର, ଝାଡଖଣ୍ଡ ବିଧାନସଭା ନିର୍ବାଚନ ଫଳ । ହାରାଷ୍ଟ୍ରର ୨୮୮ ଆସନ ଲାଗି ଗତ ୨୦ରେ ସରିଥିଲା ଭୋଟ୍ । ଝାଡଖଣ୍ଡରେ ୮୧ ଆସନ ଲାଗି ୨ଟି ପର୍ଯ୍ୟାୟରେ ହୋଇଥିଲା…