ତିନି ଦିନ ପରେ ତାତିରୁ ତ୍ରାହି ପାଇବ ଭାରତ: ଆଇଏମଡି ମୁଖ୍ୟ ମୃତ୍ୟୁଞ୍ଜୟ ମହାପାତ୍ର
ନୂଆଦିଲ୍ଲୀ: ତିନି ଦିନ ପରେ ଦେଶର ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହରୁ ମୁକ୍ତି ମିଳିବ। ଏଭଳି ଆକଳନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର। ଉତ୍ତର-ପଶ୍ଚିମ ଭାରତରେ ଘଡ଼ଘଡ଼ି ସହ ପଶ୍ଚିମ ହିମାଳୟ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ଆଇଏମଡି ମୁଖ୍ୟ ମୃତ୍ୟୁଞ୍ଜୟ ମହାପାତ୍ର…