ଭିଜିଲାନ୍ସ ଜାଲରେ ପିଇଓ, ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ
କଳାହାଣ୍ଡି: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପିଇଓ । ଥୁଆମୂଳ ରାମପୁର ବ୍ଲକ କାଣିଗୁମା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ୟାସୀ ନାଏକ କାଗଜପତ୍ର କାମ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ…