Latest Odisha News

BREAKING NEWS

ଜୁନ ୨୩ରୁ ଓଜେଏସ ୨୦୨୩ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ଵର: ଆସନ୍ତା ଜୁନ ୨୩ରେ ଅନୁଷ୍ଠିତ ହେବ ଓଜେଏସ ୨୦୨୩ ପ୍ରିଲିମିନାରୀ ପରୀକ୍ଷା । ସକାଳ ୧୦ଟାରୁ ପରିକ୍ଷା ଆରମ୍ଭ ହୋଇ ୧୧.୩୦ ପର୍ଯ୍ୟନ୍ତ ଚାଲିବ । ପରବର୍ତ୍ତୀ ସମୟରେ ଜାରି କରାଯିବ ସେଣ୍ଟର ଲିଷ୍ଟ । ଏନେଇ ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି…

ହସ୍ପିଟାଲରେ ନିଆଁ:୭ନବଜାତ ଶିଶୁ ମୃତ

ନୂଆଦିଲ୍ଲୀ: ହସ୍ପିଟାଲରେ ନିଆଁ । ଫଳରେ ୭ନବଜାତ ଶିଶୁଙ୍କର  ମୃତ୍ୟୁ । ଦିଲ୍ଲୀ ବିବେକ ବିହାର ସ୍ଥିତ ବେବି କେୟାର୍‌ ସେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତ୍ରିରେ ନିଆାଁ ଲାଗିବାରୁ ୭ ନବଜାତ ଶିଶୁ ସବୁଦିନ ପାଇଁ ଆଖି ବୁଜିଛନ୍ତି। ସୂଚନା ମୁତାବକ ,ଗତକାଲି ଅର୍ଥାତ…

ଉତ୍ତରପ୍ରଦେଶର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା,୧୧ ମୃତ,୧୦ ଆହତ

ଲକ୍ଷ୍ନୋ: ବସ୍ କୁ ଧକ୍କା ଦେଲା ଟ୍ରକ । ଉତ୍ତରପ୍ରଦେଶର ଶାହାଜାହାନପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଫଳରେ ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୁଚନା ଅନୁଯାୟୀ, ଉତ୍ତରପ୍ରଦେଶ ସୀତାପୁରରୁ…

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ସକାଳେ ପ୍ରଥମେ ୯ଟାରେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ।ଏହାପରେ ଆନୁଷ୍ଠାନିକ ଭାବେ ଦିନ ସାଢ଼େ ୧୦ଟାରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ । ୧୧ଟା ୩୦ରେ ବୋର୍ଡ ୱେବସାଇଟ୍ ରେ ଉପଲବ୍ଧ ହେବ ରେଜଲ୍ଟ…

ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ । ଗତକାଲି ବୋଲଗଡ଼ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଫୋପଡ଼ା ମାମଲାରେ ଗିରଫ କରିଛି ପୋଲିସ । ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା…

ବୈଜୟନ୍ତ ନା ଅଂଶୁମାନ?

ଭୁବନେଶ୍ଵର: କେନ୍ଦ୍ରାପଡା ଲୋକସଭା ଆସନ ଆରମ୍ଭରୁ ବିଜେଡିର ଗଡ ରହିଛି । ଦଳ ଗଠନ ପରଠୁ କେନ୍ଦ୍ରାପଡାରେ ଶଙ୍ଖନାଦ ହୋଇଆସୁଛି। ତେବେ ଦଳବଦଳ ସହ ଏଥର କେନ୍ଦ୍ରାପଡା ଗଣିତ ଗୋଳମାଳ ହୋଇଛି । ବିଜେଡି ସାଂସଦ ଅନୁଭବ ପଟ୍ଟନାୟକ ଏବେ ବିଜେପିରେ ତ ଗତଥର କଂଗ୍ରେସରୁ ରାଜନଗର ବିଧାନସଭା ଲଢି…

ଗେମିଂ ଜୋନରେ ଅଗ୍ନିକାଣ୍ଡ, ୨୦ ମୃତ୍ୟୁ

ରାଜକୋଟ: ଗୁଜୁରାଟ ରାଜକୋଟର ଥିବା ଏକ ଗେମିଂ ଜୋନରେ ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କର ମୃତ୍ୟୁ ହୋଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଏହା ସହିତ ସହରର ସମସ୍ତ ଗେମିଂ ଜୋନ୍ ବନ୍ଦ କରିବାକୁ ମଧ୍ୟ ନିର୍ଦ୍ଦେଶ…

୫୦ ଡିଗ୍ରୀ ଟପିଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ରାଜସ୍ଥାନ

ନୂଆଦିଲ୍ଲୀ: ସାରା ଦେଶର ଜରି ରହିଛି ପ୍ରଚଣ୍ଡ ଗୀଷ୍ମପ୍ରବାହ । ଆଜି ରାଜସ୍ଥାନର ସର୍ବୋଚ୍ଚ ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରିଛି। ରାଜସ୍ଥାନର ଫଲୋଦିରେ ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରିଛି । ବାରମେରରେ ତାପମାତ୍ରା ୪୮.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଜେସଲମେରରେ ୪୮ ଡିଗ୍ରୀ…

ସରିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ, ୫ଟା ୩୦ ସୁଦ୍ଧା ୫୯.୬୦% ମତଦାନ

ଭୁବନେଶ୍ଵର: ସରିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଇଭିଏମରେ ବନ୍ଦ ଅଛି ବହୁ ହେଭିୱେଟଙ୍କ ଭାଗ୍ୟ । କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ସରିଛି ମତଦାନ । ଏହି ପର୍ଯ୍ୟାୟରେ ପ୍ରାୟ ସବୁ…

ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଦାଦାଗିରି, ସିଇଓଙ୍କୁ ଭେଟିଲା ବିଜେଡି

ଭୁବନେଶ୍ଵର: ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି ଚାହୁଁଛି ଓଡ଼ିଶାରେ ହିଂସାରାଜ୍ ଚାଲୁ। । ଏଭଳି ଗୁଣ୍ଡା ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ…