ସ୍ବାତୀ ମାଲିଓ୍ବାଲ ମାମଲା, ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ଗଲେ ବିଭବ କୁମାର
ନୂଆଦିଲ୍ଲୀ: ଆପ ନେତ୍ରୀ ତଥା ରାଜ୍ୟସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ମାମଲାରେ କୋର୍ଟ ବିଭବ କୁମାରଙ୍କୁ ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିଭବ କୁମାର ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବେ। ବିଭବଙ୍କୁ ଆଜି ନ୍ୟାୟିକ…