Latest Odisha News

BREAKING NEWS

କିଏ ମାରିବ ବାଜି, ଭୋଟ ଦେଉଛନ୍ତି ମହାରାଷ୍ଟ୍ରବାସୀ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆଜି ପଡୁଛି ଭୋଟ । ଭୋଟ ଦେଉଛନ୍ତି ମହାରାଷ୍ଟ୍ରବାସୀ । ସମସ୍ତ ୨୮୮ ବିଧାନସଭା ଆସନ ପାଇଁ ଆଜି ମତଦାନ ହେଉଛି । ବିଜେପି, ଏକନାଥ ସିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ଏନସିପିର ମେଣ୍ଟ ମହାୟୁତି ଏବଂ କଂଗ୍ରେସ, ଉଦ୍ଧବ ଶିବସେନା ଏବଂ…

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଉଭୟେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ ।  ଖୁବଶୀଘ୍ର ଏ…

ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତାକାଲି ଅର୍ଥାତ ବୁଧବାରରୁ ଆରମ୍ଭ ହେବ ଧାନ କିଣା । କାଲିଠୁ ବରଗଡରେ ଏବଂ ୨୧ ତାରିଖରେ ସମ୍ବଲପୁରରେ ଧାନ କିଣିବେ ସରକାର। ସେଥିପାଇଁ ସମସ୍ତ ମଣ୍ଡିରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଧାନ କିଣା ଆରମ୍ଭ ରୁ ଧାନ ବିକ୍ରି ପର୍ଯ୍ୟନ୍ତ ପ୍ରତ୍ୟେକ ମଣ୍ଡିରେ ଜଣେ ଲେଖାଏ…

ଜମି ପଞ୍ଜୀକରଣ ପାଇଁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ, ସାବାଡ ହେବେ ଦଲାଲ

କଟକ: ଏବେ ଜମି ପଞ୍ଜୀକରଣ ହେବ ସହଜ। ସରକାର ଏଥିପାଇଁ ହୋଇଛନ୍ତି ତତ୍ପର। ଜମିଜମା ପଞ୍ଜିକରଣ ପ୍ରକ୍ରିୟାକୁ ସରଳ କରିବା ଲାଗି ଆଜି ଠାରୁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ। କଟକ ସ୍ଥିତ ରାଜସ୍ଵ ପରିଷଦ ବିଲଡିଂରେ ଥିବା ମହାନିବନ୍ଧକ କାର୍ଯ୍ୟାଳୟରେ ଏହି ବ୍ୟବସ୍ଥାକୁ ଉଦଘାଟନ…

ବନ୍ଧୁକ ଦେଖାଇ ଲୁଟିନେଲେ ୮ ଲକ୍ଷ ଟଙ୍କା

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧିନସ୍ଥ ଜାତୀୟ ରାଜପଥରେ ଫିଲ୍ମ ଷ୍ଟାଇଲ୍‌ରେ ଲୁଟ୍ ହୋଇଛି । କାର୍‌ କୁ ଅଟକାଇ ବାଇକ୍‌ ଆରୋହୀ ଲୁଟେରାମାନେ ଫାଙ୍କା ଗୁଳି ଚଳାଇ ୮ ଲକ୍ଷ ଟଙ୍କା ଲୁଟ୍‌ କରିଛନ୍ତି । ତେବେ ଜଣେ ଚାଉଳ ମିଲର କର୍ମଚାରୀଙ୍କ ଠାରୁ ଏହି ଲୁଟ୍ ହୋଇଛି । ଖବର…

ଦିନିକିଆ କ୍ରିକେଟ ମ୍ୟାଚ: କମିଲା ବାରବାଟୀ ଟିକେଟ ଦର

କଟକ : କମିଲା ବାରବାଟୀ ଟିକେଟ ଦର। ପୂର୍ବ ନିର୍ଦ୍ଧାରିତ ଟିକେଟ ଦରକୁ ନେଇ ରାଜ୍ୟବ୍ୟାପୀ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଥିଲା ଅସନ୍ତୋଷ। ଶେଷରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ…

ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଓ ୪ ସଦସ୍ୟ ନିଯୁକ୍ତି ପାଇଁ ବିଜ୍ଞାପନ ଜାରି

ଭୁବନେଶ୍ବର: ସୂଚନା କମିଶନ ଅଧ୍ୟକ୍ଷ ପଦବୀ ପରେ ଆଜି ୪ଟି ସୂଚନା କମିଶନ ସଦସ୍ୟ ପଦବୀ ନିମନ୍ତେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟ ସୂଚନା କମିଶନରେ ଏବେ ୨ଜଣ ସଦସ୍ୟ କାର୍ଯ୍ୟରତ ଥିବାବେଳେ ଅଧ୍ୟକ୍ଷଙ୍କ ସମେତ ମୋଟ ୫ଟି ପଦବୀ ପୂରଣ ପାଇଁ ସରକାର ବିଜ୍ଞାପନ ଜାରି କରିଛନ୍ତି ।…

ଜେଲରୁ ଏମ.ଏ ପଢିବେ ମାଓନେତା ସବ୍ୟସାଚୀ ପଣ୍ଡା

ଭୁବନେଶ୍ବର: ଜେଲରୁ ପାଠ ପଢିବେ ମାଓ ନେତା ସବ୍ୟସାଚୀ ପଣ୍ଡା। ସେ ଜେଲରେ ରହି ଏମ.ଏ ପଢିବେ। କୁଖ୍ୟାତ ମାଓ ନେତା ସବ୍ୟସାଚୀ ଜେଲ୍ ଭିତରେ ଅଧିକ ସମୟ ପାଠପଢାରେ ଦେଉଛନ୍ତି। ୨୦୨୨ରେ ହ୍ୟୁମାନିଟିରେ ଇଗନୋରୁ ଡିଗ୍ରୀ ହାସଲ କରିଥିବା ସବ୍ୟସାଚୀ ପଣ୍ଡା ଏବେ ପୁଣି ପିଜି କରିବେ। ସେ ପୁରୀ…

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା, ‘ବନବାସ’ର କଲେ ପ୍ରଚାର

ଭୁବନେଶ୍ୱର: ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ମଙ୍ଗଳବାର କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି। କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍‍ ଆସିଥିଲେ। ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’। ଉତ୍କର୍ଷଙ୍କ ପିତା…

ବର୍ଡର-ଗାଭାସ୍କର ଟ୍ରଫିରେ ଏହି ସବୁ ରେକର୍ଡ ଭାଙ୍ଗି ପାରନ୍ତି କୋହଲି

ପର୍ଥ: ବର୍ଡର-ଗାଭାସ୍କର ଟ୍ରଫିରେ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ । ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା କୋହଲି ଏବେ ଚାପରେ ଅଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ସିରିଜରେ କୋହଲିଙ୍କ ନିକଟରେ…