ହାରିଯିବା ଭୟରେ ନଗଦ ଟଙ୍କା ବାଣ୍ଟି ଭୋଟରଙ୍କୁ ପ୍ରଲୋଭିତ କରୁଛି ବିଜେଡି: ଉର୍ମିଳା ମହାପାତ୍ର
ଭୁବନେଶ୍ୱର: ଏକ ସଶକ୍ତ ଓ ସୁଦୃଢ଼ ଗଣତାନ୍ତ୍ରିକ ରାଷ୍ଟ୍ର ପାଇଁ ନିର୍ବାଚନ ମେରୁଦଣ୍ଡ ସଦୃଶ । ନିର୍ବାଚନ ମୁକ୍ତ, ଅବାଧ ଓ ନିରପେକ୍ଷ ହେବା ଉଚିତ, ଯାହା ଗଣତନ୍ତ୍ର ପାଇଁ ଶୁଭଙ୍କର ଅଟେ । କିନ୍ତୁ ଦୁଃଖର ବିଷୟ ବିଜୁ ଜନତା ଦଳ ୨୫ବର୍ଷ ଓଡ଼ିଶାକୁ ଶାସନ କରିଥିଲେ ମଧ୍ୟ ନିର୍ବାଚନ ସମୟରେ…