Delhi Blast: ଲାଲକିଲ୍ଲା ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ଅମିତ ଶାହ
ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ଏକ ବଡ଼ ବିସ୍ଫୋରଣ ଘଟି ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ LNJP ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଂଚିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ…