ଜଳୁଛି ଉତ୍ତର ଭାରତ; ୪୮ ଡିଗ୍ରୀ ଛୁଇଁଲା ପାରଦ
ନୂଆଦିଲ୍ଲୀ: ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ଦିଲ୍ଲୀ ସମେତ ରାଜସ୍ଥାନ, ପଞ୍ଜାବ, ହରିୟାଣା ଏବଂ ଉତ୍ତରପ୍ରଦେଶର ପଶ୍ଚିମାଞ୍ଚଳବାସୀ । ଏହାକୁ ନେଇ ଆଗାମୀ ୫ ଦିନ ଯାଏଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ତେବେ ବିଗତ କିଛି ଦିନ ହେବ ଉକ୍ତ ରାଜ୍ୟର ଅନେକ ସ୍ଥାନରେ ପାରଦ…