ଓଡ଼ିଶାରେ ପରିଶ୍ରମ କଲା ଭଳି ମୁଖ୍ୟମନ୍ତ୍ରୀ ନାହାଁନ୍ତି: ଅମିତ ଶାହା
ସମ୍ବଲପୁର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରର ରେମେଡ ପଡିଆରେ ଆୟୋଜିତ ଜନସଭାକୁ ସେ ସମ୍ବୋଧିତ କରିଛନ୍ତି । ଓଡ଼ିଶାରେ ସବୁ ଅଛି, କିନ୍ତୁ କେବଳ ଗୋଟିଏ ଜିନିଷର ହିଁ ଅଭାବ ଅଛି । ତାହା ହେଉଛି ପରିଶ୍ରମ କଲା ଭଳି ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ନାହାନ୍ତି ।…