ପିଏମ ମୋଦୀଙ୍କ ଜନ୍ମଦିନରେ ମେଗା ରକ୍ତଦାନ ଶିବିର; ସଂଗ୍ରହ ହେଲା ୮୮୧୦ ୟୁନିଟ ରକ୍ତ…ୱାର୍ଲ୍ଡ ବୁକ୍ ଅଫ୍…
ଭୂବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ । ଏହି ଅବସରରେ ସାଢେ ଚାରି କୋଟି ଓଡିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜେପି ଯୁବ ମୋର୍ଚ୍ଚା ତରଫରୁ ଭୁବନେଶ୍ୱର ୟୁନିଟ-୩ସ୍ଥିତ ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ମେଗା ରକ୍ତଦାନ…