Latest Odisha News

BREAKING NEWS

ଯେକୌଣସି ସ୍ତରକୁ ଯାଇପାରନ୍ତି ପ୍ରଧାନମନ୍ତ୍ରୀ, କେଜ୍ରିୱାଲଙ୍କୁ ଆକ୍ରମଣ କରିବା ପାଇଁ ବିଜେପି ରଚିଛି ଷଡ଼ଯନ୍ତ୍ର:…

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦୀ ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ସଞ୍ଜୟ ସିଂ ଅଭିଯୋଗ କରିଛନ୍ତି ଯେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ କରିବା ପାଇଁ…

ଓଡିଶା ସୁରକ୍ଷିତ ନାହିଁ, ଏଥିପାଇଁ ଦାୟୀ ମୁଖ୍ୟମନ୍ତ୍ରୀଙ୍କୁ ନିଜ କବ୍ଜାରେ ରଖିଥିବା ଭ୍ରଷ୍ଟାଚାରୀ

ଅନୁଗୁଳ: ‘ସମୃଦ୍ଧ ଓଡିଶାର ଜନସାଧାରଣ ଏତେ ଗରିବି ଭିତରେ ବଞ୍ଚିବାକୁ ବାଧ୍ୟ ହେଉଛନ୍ତି । ଏ ସବୁର କାରଣ ବିଜେଡି ସରକାର । ଭ୍ରଷ୍ଟାଚାର କବଳରେ ଫସିରହିଛି ଓଡିଶା । କିଛି ଭ୍ରଷ୍ଟାଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ଆବାସ ଓ ତାଙ୍କ କାର୍ଯ୍ୟାଳୟକୁ ନିଜ କବ୍ଜାରେ ରଖିଛନ୍ତି ।’ ଅନୁଗୁଳରେ ଜନସଭାକୁ…

ଶ୍ରେଷ୍ଠ ସଂସଦୀୟ ପୁରସ୍କାର ଜିତିବାକୁ ଚାହାଁନ୍ତି ବିଜେପି ପ୍ରାର୍ଥୀ କଙ୍ଗନା ରଣାୱତ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶର ମଣ୍ଡି ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତ ତାଙ୍କ ରାଜନୈତିକ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଆଜିକାଲି କଙ୍ଗନା ନିର୍ବାଚନ ପ୍ରଚାରରେ ଜଡିତ ଅଛନ୍ତି। ସେପଟେ କଙ୍ଗନା ପକ୍ଷରୁ ଏକ ବୟାନ ସାମ୍ନାକୁ ଆସିଛି, ଯାହାକୁ ନେଇ…

ଅକ୍ସନ ପଲିସି ଉପରେ ନିର୍ଭର କରୁଛି ଧୋନୀଙ୍କ ଅବସର ନିଷ୍ପତି

ଚେନ୍ନାଇ:ଚଳିତ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆରସିବିଠାରୁ ହାରି ପ୍ଲେ ଅଫରୁ ବାଦ ପଡିଛି । ଚେନ୍ନାଇ ବିଦାୟ ନେବା ପରେ ମହେନ୍ଦ୍ର ସିଂ ଧୋନୀ କେବେ ଅବସର ନେବେ ସେ ନେଇ ଆଲୋଚନା ଜୋର ଧରିଛି । ୪୨ ବର୍ଷୀୟ ଧୋନୀ ଏହି ମ୍ୟାଚ ପରେ ରାଂଚୀ ପ୍ରତ୍ୟାବର୍ତନ…

ସୁନାବେଡ଼ା ଅଭୟାରଣ୍ୟରେ ମାଓବାଦୀ-ଏସଓଜି ମଧ୍ୟରେ ଗୁଳି ବିନିମୟ, ଜଣେ ଯବାନ ଗୁରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ମଧ୍ୟରେ ମାଓବାଦୀ ଓ ଏସଓଜି ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ା ଅଭୟାରଣ୍ୟ ଚାଲିଥିବା ଗୁଳି ବିନିମୟରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ କୁମ୍ବିଂ ଅପରେସନ ଜାରି ରହିଥିବା…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ମତଦାନ କେନ୍ଦ୍ରରେ ଇଭିଏମ୍ ଅଚଳ, ଭୋଟର ଅସନ୍ତୁଷ୍ଟ

ସୁବର୍ଣ୍ଣପୁର: ଆଜି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଆରମ୍ଭ ହୋଇଛି। ଜିଲ୍ଲାର ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ (୬୫)ରେ ମୋଟ ୨ ଲକ୍ଷ ୫୪ ହଜାର ୬୯୬ ଭୋଟର ନିଜର ମତ ସାବ୍ୟସ୍ତ କରୁଛନ୍ତି । ତେବେ…

ଆରମ୍ଭ ହେଲା ମୋଦୀଙ୍କ ମେଗା ରୋଡ ସୋ’, ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ

ପୁରୀ: ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ସାରିବା ପରେ ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମେଗା ରୋଡ୍ ସୋ’। ମରିଚିକୋଟ ଛକରୁ ରୋଡ୍ ସୋ'ରେ ବାହାରିଲେ ମୋଦୀ। ମୋଦୀଙ୍କ ରୋଡ୍‌ ସୋ’ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ତାଙ୍କ ସହ ଅଛନ୍ତି ମନମୋହନ ସାମଲ, ପୁରୀ ଲୋକସଭା ସାଂସଦ…

ଭୟଙ୍କର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ, ୧୭ ଘଣ୍ଟା ପରେ ଠାବ ହେଲା ହେଲିକପ୍ଟର

ଦୁବାଇ:ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ। ଆଜରବାଇଜାନ୍‌ ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତକାଲିଠୁ ନିଖୋଜ ଥିବା ହେଲିକପ୍ଟର ୧୭ ଘଣ୍ଟା ପରେ ଠାବ କଲା ଇରାନ ସେନା। ଉଦ୍ଧାର କାର୍ଯ୍ୟରେ ୪୦ ଟିମ୍ ନିୟୋଜିତ ଥିଲେ। ତେବେ ଦୁର୍ଘଟଣା…

ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ; ୮ ରାଜ୍ୟରେ ୪୯ ଲୋକସଭା ଆସନରେ ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ​​ଚାରୋଟି ପର୍ଯ୍ୟାୟ ଭୋଟ୍ ସରିଛି। ଆଜି ପଞ୍ଚମ ପର୍ଯ୍ୟାୟ ଭୋଟ୍ ଅନୁଷ୍ଠିତ ହୋଇଛି। ଆଜି ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ମତଦାନ ଆରମ୍ଭ ହୋଇଛି। ଏହା ସହିତ ଓଡିଶା ବିଧାନସଭାର ୩୫ଟି ବିଧାନସଭା ଆସନ ପାଇଁ ଏକକାଳୀନ ଭୋଟ୍ ମଧ୍ୟ ଅନୁଷ୍ଠିତ…

ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ମୋଦୀ: ଦର୍ଶନ ପରେ ରୋଡ ସୋ’ ଆରମ୍ଭ, ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ

ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ଭୁବନେଶ୍ୱରରୁ ବାହାରି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀ ଅବତରଣ କରିଛନ୍ତି। ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। ତାଳବଣିଆ…