ସଡ଼କ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର
ରଣପୁର: ରଣପୁର ବ୍ଲକ ଅନ୍ତର୍ଗତ ଲୋଧାଚୁଆ ଛକଠାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁସାରେ, ରଣପୁର ଏନଏସି ୯ ନମ୍ବର ମଣିନାଗ ସାହିର ବାସୁଦେବ ମହାପାତ୍ରଙ୍କ ପୁଅ କାଳିଆ…