Latest Odisha News

BREAKING NEWS

ଭୁବନେଶ୍ଵରରେ ମୋଦୀ, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର

ଭୁବନେଶ୍ଵର: ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିର୍ବାଚନ ଋଣନୀତି ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ବିଜେପି କର୍ମୀଙ୍କୁ ଦେଇଛନ୍ତି ଗୁରୁମନ୍ତ୍ର । ଏହାପରେ ରାଜଭବନ ଅଭିମୁଖେ ବାହାରିଛନ୍ତି ମୋଦୀ । ପ୍ରାୟ ୩୦ ମିନିଟ ଧରି ରାଜ୍ୟ ବିଜେପିର…

ପଞ୍ଜାବକୁ ହରାଇଲା ହାଇଦ୍ରାବାଦ

ହାଇଦ୍ରାବାଦ: ଚଳିତ ଆଇପିଏଲରେ ରବିବାର ଅନୁଷ୍ଠିତ ପ୍ରଥମ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦ ୪ ୱିକେଟରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରିଛି । ଏଥିସହ ହାଇଦ୍ରାବାଦ ୧୭ ପଂଏଟ ସହ ଟେବୁଲରେ ଦ୍ୱିତୀୟ ସ୍ଥାନରେ ରହିଛି । ଅବଶ୍ୟ ଦ୍ୱିତୀୟ ମୁକାବିଲା ପରେ ରାଜସ୍ଥାନ ଦ୍ୱିତୀୟ ସ୍ଥାନରେ ରହି…

ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ମିଳିବ ୧୫ ଲକ୍ଷର ଅନୁକମ୍ପା ରାଶି

ବଲାଙ୍ଗୀର: ବଲାଙ୍ଗୀରରେ ନିର୍ବାଚନ ଡ୍ୟୁଟିରେ ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ I ମୃତ ପୋଲିଂ ଅଧିକାରୀ ହେଉଛନ୍ତି ଜଣେ ଶିକ୍ଷକ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ । ସେ ଆଗଲପୁର ବ୍ଲକ ପଟୁଆପାଲି ପ୍ରାଥମିକ…

ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ

ଭଂଜନଗର: ପୁଣି ରାଜ୍ୟରେ ନିର୍ବାଚନୀ ହିଂସା । ଭଂଜନଗରରେ ନିର୍ବାଚନୀ ଗଣ୍ଡଗୋଳ । ବିଜେଡି କର୍ମୀଙ୍କ ଆକ୍ରମଣରେ ୨ ବିଜେପି କର୍ମୀ ରକ୍ତାକ୍ତ । ଭଂଜନଗର ବେତାର ଛକରେ ଘଟିଛି ଏହି ଘଟଣା । ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ମାଡ଼ ମାରିଥିବା ଅଭିଯୋଗ । ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏକଏଚ…

ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ

ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବ ଅଧିନାୟକ ରୋହିତ ଶର୍ମା ଆଇପିଏଲର ବ୍ରଡକାଷ୍ଟରଙ୍କ ଉପରେ ଖୋଲାଖୋଲି ଭାବେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଷ୍ଟାର ସ୍ପୋର୍ଟ୍ସକୁ ମନା କରିବା ସତ୍ୱେ ସେ ବ୍ୟକ୍ତିଗତ ଆଲୋଚନାକୁ ପ୍ରସାରଣ କରିଥିଲା । ଏହା ଆଦୌ ଗ୍ରହଣୀୟ ନୁହେଁ । ଭ୍ୟୁୟରଶିପ ଓ ସୋସିଆଲ…

ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି

ଭୁବନେଶ୍ଵର: ଚଳିତ ନିର୍ବାଚନରେ ଶୋଚନୀୟ ଭାବେ ହାରିବାକୁ ଯାଉଥିବା ବିଜେପି ନେତା ବିଚଳିତ ଆଉ ବିବ୍ରତ ହୋଇ ଅତି ନିମ୍ନରୁଚିର ମନ୍ତବ୍ୟ ମାନ ଦେଉଛନ୍ତି । ଖଲ୍ଲିକୋଟ ପ୍ରସଙ୍ଗରେ ବିଜେପି ନେତା ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଆଜି ଅତି ତଳସ୍ତରକୁ ଚାଲିଗଲେ । ରାଜନୀତିରେ ଏହାଠାରୁ ନିମ୍ନସ୍ତର ଆଉ…

ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ

ସମ୍ବଲପୁର: କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ କଣ କାମ କରିଛ, ଲୋକଙ୍କୁ ହିସାବ ଦିଅ ବୋଲି…

ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ

କେନ୍ଦୁଝର: ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର । କୁମ୍ଭୀର କାନ୍ଦଣା ଏଠାରେ ଚଳିବନି ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଆନନ୍ଦପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ ବିରୋଧିଙ୍କ ଉପରେ…

ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ । ପୂର୍ବରୁ ୯ ଜଣ ଗିରଫ ହୋଇଥିବା ବେଳେ ବର୍ତ୍ତମାନ ଆଉ ୨ଜଣଙ୍କୁ ଗିରଫ…

ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ, ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ମେଗା ରୋଡ ସୋ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତାକାଲି ପୁଣିଥରେ ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ପୁନମା ଗେଟରୁ ଆରମ୍ଭ ହେବ ରୋଡ ଶୋ’ । ଏକାମ୍ର ଛକ ଯାଏଁ…