ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୬ ଜିଲ୍ଲାକୁ ୩ ଘଣ୍ଟିଆ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର:ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ଏହାସଙ୍ଗକୁ କଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ମଧ୍ୟ ଅନୁଭୁତ ହୋଇଛି। ଫଳରେ ଅଧିକାଂଶ ସ୍ଥାନରେ ମିଶ୍ରିତ ପାଗ ରହୁଛି । ସେହିପରି କିଛି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ଧରଣର ବର୍ଷା ଲାଗି ରହିଛି । ତେବେ ଆଜି ରାଜ୍ୟରେ…