ଗାଡ଼ି ଚେକିଂ ବେଳେ ରାଗିଗଲେ ମନ୍ତ୍ରୀ,ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ଗଞ୍ଜାମ :ଗାଡ଼ି ଚେକିଂ ବେଳେ ରାଗିଗଲେ ମନ୍ତ୍ରୀ । ନିର୍ବାଚନ ପାଇଁ ରାସ୍ତାରେ ଯାନବାହନ ଚେକିଂ କରୁଛି ପୋଲିସ ।ଗତକାଲି ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ତନରଡା ନିକଟରେ ଗାଡି ଚେକିଂ କରୁଥିଲା ପୋଲିସ । ଏହି ସମୟରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡ଼ିକୁ ଅଟକାଇବା ସହ ଚେକିଂ…