Latest Odisha News

BREAKING NEWS

ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଆଜି ଶେଷ ହେଉଛି ପ୍ରଚାର

ଭୁବନେଶ୍ବର: ଆସନ୍ତା ୨୦ ଅର୍ଥାତ୍ ସୋମବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ସେନେଇ ଆଜି ସରୁଛି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଥିବାବେଳେ ଆଜି ସଂଧ୍ୟାରେ ଏହା ଶେଷ ହେବ । ଶେଷ ଦିନରେ…

ଟୁରିଷ୍ଟ ବସ୍‌ରେ ନିଆଁ ଲାଗି ୮ ମୃତ, ୨୪ ଆହତ

ଚଣ୍ଡିଗଡ: ଟୁରିଷ୍ଟ ବସ୍‌ରେ ଲାଗିଲା ନିଆଁ । ଜିଅନ୍ତା ଜଳିଗଲେ ୮ ଯାତ୍ରୀ । ୬୦ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଟୁରିଷ୍ଟ ବସରେ ନୁହ ନିକଟରେ ନିଆଁ ଲାଗିଥିଲା । ଘଟଣାରେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ…

ଆଜି ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ, କାହିଁକି ପାଳିତ ହୁଏ ଏହି ଦିବସ

ନୂଆଦିଲ୍ଲୀ: ଇତିହାସ ବିଷୟରେ ଜାଣିବା ପାଇଁ ସବୁଠାରୁ ଉତ୍ତମ ମାଧ୍ୟମ ହେଉଛି ସଂଗ୍ରହାଳୟ । ଏହା ମାଧ୍ୟମରେ ହିଁ ଆଜିର ଏବଂ ଭବିଷ୍ୟତର ପିଢି ମାନେ ଆମର ଇତିହାସ ବିଷୟରେ ଜାଣିପାରିବେ । ଆଜି ୧୮ ମେ’ ଅର୍ଥାତ୍ ଆନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ । ତେବେ ଚଳିତବର୍ଷ ଆନ୍ତର୍ଜାତୀୟ ସଂଗ୍ରହାଳୟ…

ଖରାଦିନେ ଆମ୍ବ ଖାଆନ୍ତୁ, ସୁସ୍ଥ ରୁହନ୍ତୁ

ଭୁବନେଶ୍ଵର: ଆମ୍ବ ଖାଇବାକୁ କାହାକୁ ବା ପସନ୍ଦ ଆସି ନ ଥାଏ । ବିଶେଷକରି ଖରାଦିନେ ରସାଳ ଆମ୍ବ ଖାଇବାର ମଜା ଅଲଗା । ଆମ୍ବକୁ କୁହାଯାଏ ଫଳ ଭିତରେ ରାଜା। ଆଉ ଏବେ ଚାଲିଛି ଆମ୍ବ ଋତୁ। ବଜାରରେ ଭଳି କି ଭଳି ଆମ୍ବର ପସରା ମେଲିଛି। ଆମ୍ବରେ ପ୍ରଚୁର ମାତ୍ରାରେ ପୋଷକ ତତ୍ତ୍ୱ ରହିଛି। ଭିଟାମିନ ଏ,…

ମତଦାନ ସମୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଅନୁରୋଧ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ବୈଠକ କରିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ । ବୈଠକରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର…

ବାହାରୁ ଆସିଥିବା କଳାପାହାଡ ହାତରେ ଓଡିଶା ମାଟିର ଇଜ୍ଜତ୍କୁ ଟେକି ଦେଇପାରିବିନି: ଅନୁଭବ ମହାନ୍ତି

ଭୁବନେଶ୍ୱର: ବାସ୍ତବରେ ଓଡ଼ିଶାର ଲୋକ ବିଜେଡିକୁ ଭୋଟ ଦେଉଥିଲେ ନବୀନ ବାବୁଙ୍କ ପାଇଁ, କିନ୍ତୁ ଏବେ ଓଡ଼ିଶାରେ ନବୀନ ଶାସନ ଚାଲୁନାହିଁ । ନବୀନ ବାବୁଙ୍କୁ ଓଡ଼ିଶାର ଲୋକେ ଦେଖିବା ତ ଦୂରର କଥା, ଦଳର ନେତା ଓ ମନ୍ତ୍ରୀମାନେ ମଧ୍ୟ ଭେଟିବାର ସୁଯୋଗ ପାଉନାହାନ୍ତି । ମୁଁ ବିଜେଡିର ସାଂସଦ ଥିଲି,…

ବିଜେପି କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ ଟୁରିଷ୍ଟ କହିଲେ ନବୀନ, କଡା ଜବାବ ଦେଲା ବିଜେପି

ଭୁବନେଶ୍ବର: ରାଜ୍ୟରେ ଏବେ ନିର୍ବାଚନୀ ପ୍ରଚାର ଜାରି ରହିଥିବାବେଳେ ଦ୍ବିତୀୟ ପର୍ଯ୍ୟାୟ ଭୋଟଗ୍ରହଣ ପାଇଁ ଆସନ୍ତାକାଲି ପ୍ରଚାର ଶେଷ ହେବ । ତେବେ ଏହି ପ୍ରଚାର ସମୟରେ ବିଭିନ୍ନ ଦଳ ପରସ୍ପରକୁ କାଦୁଅ ଫିଙ୍ଗିବା ରେ ଲାଗିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି କେନ୍ଦ୍ର ମନ୍ତ୍ରୀ ଓ…

‘ହାରିବା ଭୟରେ ହିଂସାକୁ ଆପଣାଇଛି ବିଜେଡି’

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ନିର୍ବାଚନୀ ହିଂସା ଓ ପାଣ୍ଡିଆନଙ୍କ ଦ୍ବାରା ଓଡ଼ିଆ ବରପୁତ୍ରଙ୍କୁ ଅପମାନ କୁ ନେଇ ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଯେ, ବିଜେଡିର ନେତା ମାନେ ଏବେ ରକ୍ତମୁଖା ହୋଇଯାଇଛନ୍ତି । ନିର୍ବାଚନ ଯେତେ…

ଜଟଣୀରେ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର

ଭୁବନେଶ୍ଵର: ସାଧାରଣ ନିର୍ବାଚନ ପାଇଁ ଚାରିଆଡ଼େ ନିର୍ବାଚନୀ ଉଷ୍ମତା ଲାଗିରହିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରଚାରକୁ ଜୋରଦାର କରୁଛନ୍ତି। ଏହାରିଭିତରେ ଭୁବନେଶ୍ଵର ସାଂସଦ ପାର୍ଥୀ ମନ୍ମଥ ରାଉତରାୟ ଓ ବିଧାୟକ ପ୍ରାର୍ଥୀ ବିଭୂତି ବଳବନ୍ତରାୟଙ୍କ ପାଇଁ ପ୍ରଚାର କରିବାକୁ ଜଟଣୀରେ…

ବଦଳିଲା ଟୁଇଟରର ଡୋମେନ ନେମ

ନୂଆଦିଲ୍ଲୀ: ୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା କିଣାଯାଇଥିବା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବେ ସମ୍ପୂର୍ଣ୍ଣ ରୂପେ ତା’ର ପରିଚୟ ବଦଳାଇଛି। ବିଶ୍ୱର ନମ୍ବର ୱାନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ତଥା ପୂର୍ବର ଟୁଇଟରର ଅନେକ ବୈଶିଷ୍ଟ୍ୟ ପୂର୍ବରୁ ପରିବର୍ତ୍ତନ ହୋଇଥିବା ବେଳେ ବର୍ତ୍ତମାନ…