ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ, ଆସନ୍ତା ୨୦ ଓ ୨୧ ତାରିଖରେ ହିଟ୍ ୱେଭ୍ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବରେ ଅଧିକାଂଶ ସ୍ଥାନରେ ମିଶ୍ରିତ ପାଗ ରହୁଛି। ଗତ ଦୁଇଦିନ ଅପେକ୍ଷା ଆଜି ତାପାମାତ୍ରା ବୃଦ୍ଧି ପାଇଛି। ଆସନ୍ତାକାଲି ଅର୍ଥାତ ଶନିବାର ଠାରୁ ରାଜ୍ୟରେ ଗରମ ବୃଦ୍ଧି ପାଇବ। ରାଜ୍ଯକୁ ପୁଣି ଫେରିଲା ଗ୍ରୀଷ୍ମପ୍ରବାହ । ଆଗାମୀ ୨ ରୁ ୩ ଦିନ ରାଜ୍ୟରେ…